May 19, 2024

ଭୁବନେଶ୍ୱର:  କଂଗ୍ରେସ ଆଜି ୮ ଲୋକସଭା ଓ ୪୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ।  ବଲାଙ୍ଗିର ଲୋକସଭା ପ୍ରାର୍ଥୀ ହୋଇଛନ୍ତି ଅଭିନେତା ମନୋଜ ମିଶ୍ର। ଆଉ ବିଜୟ ପଟ୍ଟନାୟକ ପାରଳାଖେମୁଣ୍ଡିରୁ ବିଧାନସଭା ପ୍ରାର୍ଥୀ ହୋଇଛନ୍ତି।

କଂଗ୍ରେସ ଲୋକସଭା ପ୍ରାର୍ଥୀ ତାଲିକା: ବରଗଡ଼ରୁ ସଂଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରୀ, ବଲାଙ୍ଗିରରୁ ମନୋଜ ମିଶ୍ର, ଳାହାଣ୍ଡିରୁ ଦ୍ରୌପଦୀ ମାଝୀ, ନବରଙ୍ଗପୁରରୁ ଭୁଜବଳ ମାଝୀ, କନ୍ଧମାଳରୁ ଅମିର ଚାନ୍ଦ ନାୟକ ଓ ବ୍ରହ୍ମପୁରରୁ ରଶ୍ମିରଂଜନ ପଟ୍ଟନାୟକ ଓ କୋରାପୁଟରୁ ସପ୍ତଗିରି ଉଲାକା ସାଂସଦ ପ୍ରାର୍ଥୀ ହୋଇଛନ୍ତି।